अर्थ : ଆକାର, ପରିମାଣ, ଗୁଣ, ମୂଲ୍ୟ, ମହତ୍ଆଦି ବିଚାରରେ ଏକା ପ୍ରକାରର
उदाहरण :
ପଡ଼ୋଶୀ ଜଣକ ପିଲାଦୁଇଟିଙ୍କପାଇଁ ସମାନ ରଙ୍ଗର ଲୁଗା କିଣିଚନ୍ତି
पर्यायवाची : ଅନୁରୂପ, ଏକାଭଳି, ତୁଲ, ତୁଲ୍ୟ, ସଦୃଶ, ସମ, ସମତୁଲ୍ୟ, ସମସରିସା, ସମାନ
अन्य भाषाओं में अनुवाद :
Closely similar or comparable in kind or quality or quantity or degree.
Curtains the same color as the walls.