अर्थ : ଯେଉଁ ଦଣ୍ଡରେ ଅପରାଧୀକୁ ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ କୌଣସି ଏକ ଅଞ୍ଚଳରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇ ନ ଥାଏ
							उदाहरण : 
							ଏହି ଫିଲ୍ମରେ ନାୟକକୁ ନିର୍ବାସନ ମିଳିଛି
							
अन्य भाषाओं में अनुवाद :
एक प्रकार का दंड जिसमें अपराधी को एक निश्चित समय तक एक निश्चित क्षेत्र में प्रवेश की मनाही होती है।
तड़ीपार के सज़ायाफ्ता कैदी पर पुलिस नज़र रखी हुई है।अर्थ : କୌଣସି ବିଷୟରେ, କାହା ସହିତ ମତଭେଦ ହେଲାପରେ ବିରୋଧ ବା ଅସନ୍ତୋଷ ପ୍ରକଟ କରିବା ପାଇଁ ତାହାର ତ୍ୟାଗ
							उदाहरण : 
							ଗାନ୍ଧିଜୀ ବିଦେଶୀ ବସ୍ତୁଗୁଡ଼ିକୁ ବହିଷ୍କାର କରିଥିଲେ
							
अन्य भाषाओं में अनुवाद :
A group's refusal to have commercial dealings with some organization in protest against its policies.
boycottअर्थ : ବାହାର କରିବା ବା ନିକାଲିବା କ୍ରିୟା
							उदाहरण : 
							ଅନ୍ୟ ଜାତିର ଝିଅକୁ ବିବାହ କରିଥିବା କାରଣର ସମାଜ ରାମୁକୁ  ବହିଷ୍କାର କଲା
							
पर्यायवाची : ବହିଷ୍କାର
अन्य भाषाओं में अनुवाद :