ಅರ್ಥ : ବେଶ୍ୟା ବା ଛିଣ୍ଡାଳି ସ୍ତ୍ରୀମାନଙ୍କର ଦଲାଲି କରୁଥିବା ବ୍ୟକ୍ତି
							ಉದಾಹರಣೆ : 
							କେତେକ ଭାଡ଼ୁଆ ନିରୀହା ଝିଅଙ୍କୁ ନିଜର ଶିକାର ବନାନ୍ତି
							
ಸಮಾನಾರ್ಥಕ : ଭାଡ଼ୁଆ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦୋକାନି ସହ ସାମିଲ୍ ହୋଇଥିବା ଦଲାଲ
							ಉದಾಹರಣೆ : 
							ଦଲାଲର କଥାରେ ପଡ଼ିବାରୁ ମୁଁ ଦୋକାନି ଦ୍ୱାରା ଠକିଗଲି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ସଉଦା କିଣିବା ବା ବିକିବାବେଳେ ଯେଉଁଲୋକ କିଛି ପାରିଶ୍ରମିକ ନେଇ ସାହାଯ୍ୟ କରେ
							ಉದಾಹರಣೆ : 
							ଦଲାଲ ମାଧ୍ୟମରେ ମୁଁ ଏହି ଗାଡ଼ି କିଣିଛି
							
ಸಮಾನಾರ್ಥಕ : ଏଜେଣ୍ଟ
ಇತರ ಭಾಷೆಗಳಿಗೆ ಅನುವಾದ :