ಅರ್ಥ : ଏକ ସଙ୍ଗେ କୌଣସି କାମ କରିବାପାଇଁ ଲୋକମାନଙ୍କ ଏକ ସମୂହ
							ಉದಾಹರಣೆ : 
							ରାମ ଏକ ବେସରକାରୀ ସଂଗଠନର ସଦସ୍ୟ
							
ಸಮಾನಾರ್ಥಕ : ପରିଷଦ, ପ୍ରତିଷ୍ଠାନ, ସଂସ୍ଥା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବିକ୍ଷିପ୍ତ ଶକ୍ତିକୁ ଏକତ୍ରିତ କରି ତାକୁ କୌଣସି କାର୍ଯ୍ୟ ପାଇଁ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ନିର୍ମିତ ସଂସ୍ଥା
							ಉದಾಹರಣೆ : 
							ଭାରତକୁ ବିଦେଶୀ ଶାସନରୁ ମୁକ୍ତ କରିବାପାଇଁ ଭିନ୍ନଭିନ୍ନ ଅନେକ ସଂଗଠନ ତିଆରି କରାଯାଇଥିଲା
							
ಸಮಾನಾರ್ಥಕ : ସଂସ୍ଥା
ಇತರ ಭಾಷೆಗಳಿಗೆ ಅನುವಾದ :