ಅರ್ಥ : ଆତଙ୍କିତ ହେବା କାରଣରୁ ଜନ ସାଧାରଣଙ୍କ ମଧ୍ୟରେ ହେଉଥିବା କୋଳାହଳ ଏବଂ ଧାଁ ଦୌଡ଼
							ಉದಾಹರಣೆ : 
							ଗାଁରେ ଡାକୁମାନେ ପଶିବାକ୍ଷଣି ହଇଚଇ ଆରମ୍ଭ ହୋଇଗଲା
							
ಸಮಾನಾರ್ಥಕ : ହୋ-ହାଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଚଞ୍ଚଳ ବା ଆତୁରତା କାରଣରୁ ହେଉଥିବା ଅସ୍ଥିରଭାବ
							ಉದಾಹರಣೆ : 
							ଅଚାନକ ନିଆଁ ଲାଗିଯିବା ଫଳରେ ହଇଚଇ ପଡ଼ିଗଲା
							
ಸಮಾನಾರ್ಥಕ : ହରବର
ಇತರ ಭಾಷೆಗಳಿಗೆ ಅನುವಾದ :
जल्दी या उतावलेपन के कारण होनेवाली घबराहट।
अचानक आग लगने पर हड़बड़ी मच गई।ಅರ್ಥ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା
							ಉದಾಹರಣೆ : 
							ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା
							
ಸಮಾನಾರ್ಥಕ : ଆତଙ୍କ
ಇತರ ಭಾಷೆಗಳಿಗೆ ಅನುವಾದ :