ಅರ್ಥ : ମସ୍ତିଷ୍କର ଯେଉଁ ରୋଗରେ ମନ ଓ ବୁଦ୍ଧିର ସନ୍ତୁଳନ ବିଗିଡ଼ି ଯାଏ
							ಉದಾಹರಣೆ : 
							ଅତ୍ୟଧିକ ଦୁଃଖ କାରଣରୁ ସେ ଉନ୍ମାଦ ହୋଇଗଲା
							
ಸಮಾನಾರ್ಥಕ : ଉନ୍ମତ୍ତତା, ଚିତ୍ତବିଭ୍ରମ, ପାଗଳପଣ, ପାଗଳାମି, ପ୍ରମାଦ, ସ୍ମୃତିବିଭ୍ରମ
ಇತರ ಭಾಷೆಗಳಿಗೆ ಅನುವಾದ :
मस्तिष्क का वह रोग जिसमें मन और बुद्धि का संतुलन बिगड़ जाता है।
अत्यधिक शोक के कारण उसे उन्माद हो गया।Relatively permanent disorder of the mind.
insanityಅರ್ಥ : ଯାହାର ମସ୍ତିଷ୍କରେ ବିକାର ଆସିଯାଇଛି
							ಉದಾಹರಣೆ : 
							ରାମ ନିଜ ଆଖି ଆଗରେ ନିଜ ଘର ଭାଙ୍ଗିଯିବା ଦେଖି ପାଗଳ ହୋଇଗଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯାହାର କିଛି ପାଗଳାମି ବା ଉନ୍ମାଦଭାବ ଅଛି
							ಉದಾಹರಣೆ : 
							ସେ ଜଣେ ପାଗଳ ବ୍ୟକ୍ତି
							
ಇತರ ಭಾಷೆಗಳಿಗೆ ಅನುವಾದ :