ಅರ್ಥ : ଚାଲୁହେବା ବା ରହିବାର ପ୍ରକ୍ରିୟା, ଅବସ୍ଥା ବା ଭାବ
							ಉದಾಹರಣೆ : 
							କିଛି ସମୟ ପର୍ଯ୍ୟନ୍ତ ଚାଲିବା ପରେ ଯନ୍ତ୍ରଟି ନିଜକୁ ନିଜେ ବନ୍ଦ ହୋଇଗଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପ୍ରବାହିତ ହେବା
							ಉದಾಹರಣೆ : 
							ନଦୀରେ ଡଙ୍ଗା ଚାଲୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି କାର୍ଯ୍ୟରେ ଅଗ୍ରସର ହେବା
							ಉದಾಹರಣೆ : 
							ଆମକୁ ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବାକୁ ହେବ
							
ಸಮಾನಾರ್ಥಕ : ଆଗକୁ ବଢିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଆଚରଣ କିମ୍ବା ବ୍ୟବହାରରେ ହେବା ବା ଆସିବା ବା ପ୍ରୟୋଗ କଲେ ଆଶାନୁରୂପ କାମ କରିବା
							ಉದಾಹರಣೆ : 
							ମୋର ଦଶ ବର୍ଷର ପୁରୁଣା କାର ଆଜି ମଧ୍ୟ ଚାଲୁଅଛି
							
ಸಮಾನಾರ್ಥಕ : ଉପଯୋଗରେ ଆସିବା, କାମ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
आचरण या व्यवहार में होना या आना या प्रयोग करने पर आशानुरूप काम करना।
मेरी दस साल पुरानी कार आज भी चल रही है।ಅರ್ಥ : ସମ୍ବନ୍ଧ, ବ୍ୟବହାର ଆଦି ଠିକ୍ ଭାବରେ ଚାଲିବା
							ಉದಾಹರಣೆ : 
							ଦେଖ, ମିଥ୍ୟା ଆଧାରରେ ନିର୍ମିତ ସମ୍ବନ୍ଧ କେତେଦିନ ଚାଲିବ
							
ಸಮಾನಾರ್ಥಕ : ନିର୍ବାହିତ ହେବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗୋଟିଏ ଜାଗାରୁ ଅନ୍ୟ ଜାଗାକୁ ଯିବା
							ಉದಾಹರಣೆ : 
							ପିଲାଟି ଢଳି ଢଳି ଚାଲୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବସ୍ତୁ ଆଦିର ପ୍ରଚଳନରେ ଆସିବା
							ಉದಾಹರಣೆ : 
							ତୁଗଲକ ସମୟରେ ତାଙ୍କ ନାମରେ ମୁଦ୍ରା ପ୍ରଚଳିତ ହୋଇଥିଲା
							
ಸಮಾನಾರ್ಥಕ : ପ୍ରଚଳିତ ହେବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु आदि का प्रचलन में आना।
तुगलक के समय में उसके नाम के सिक्के चले।ಅರ್ಥ : ଶୀଘ୍ର ଖରାପ ବା ନଷ୍ଟ ନ ହେବା ବା କାମରେ ଆସିବା
							ಉದಾಹರಣೆ : 
							ଭଲ କମ୍ପାନୀଗୁଡ଼ିକର ଉତ୍ପାଦ ବହୁତ ଦିନ ପର୍ଯ୍ୟନ୍ତ ତିଷ୍ଠିରହେ
							
ಸಮಾನಾರ್ಥಕ : ତିଷ୍ଠି ରହିବା, ରହିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ବିଶେଷ ବିନ୍ଦୁ ପରେ ବା ଦୁଇଟି ବିନ୍ଦୁ ପର୍ଯ୍ୟନ୍ତ ବିସ୍ତାରିତ ହେବା, ଯିବା ବା ବିସ୍ତୃତ ହେବା
							ಉದಾಹರಣೆ : 
							ତା ବୁଦ୍ଧି ବେଶୀଦୂର ପର୍ଯ୍ୟନ୍ତ ଯାଏନାହିଁ
							
ಸಮಾನಾರ್ಥಕ : ଗମନ କରିବା, ଦୌଡିବା, ବିସ୍ତାରିତ ହେବା, ବିସ୍ତୃତ ହେବା, ଯିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଲାଠି ଆଦିର ପ୍ରୟୋଗ ବା ପ୍ରହାର ହେବା
							ಉದಾಹರಣೆ : 
							ଆଜି ରାଉତ ବସ୍ତିରେ ଲାଠି ଚାଲିଲା
							
ಇತರ ಭಾಷೆಗಳಿಗೆ ಅನುವಾದ :