ಅರ್ಥ : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
							ಉದಾಹರಣೆ : 
							ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
							
ಸಮಾನಾರ್ಥಕ : ବାନ୍ଧିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
							ಉದಾಹರಣೆ : 
							କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
							
ಸಮಾನಾರ್ಥಕ : ଆୟତ୍ତକରିବା, କାବୁକରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
							ಉದಾಹರಣೆ : 
							ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
							
ಸಮಾನಾರ್ಥಕ : ଗଣ୍ଠି ପକାଇବା, ବାନ୍ଧିବା
ಇತರ ಭಾಷೆಗಳಿಗೆ ಅನುವಾದ :