ಅರ್ಥ : ବଂଶ-ପଂରମ୍ପରା ଅନୁସାରେ କରାଯାଇଥିବା ସମାଜର ବିଭାଗୀ କରଣ
							ಉದಾಹರಣೆ : 
							ହିନ୍ଦୁମାନଙ୍କ ମଧ୍ୟରେ ନିଜ ଜାତିରେ ହିଁ ବିବାହ କରିବା ପ୍ରଥା ପ୍ରଚଳିତ
							
ಸಮಾನಾರ್ಥಕ : ବିରାଦରୀ
ಇತರ ಭಾಷೆಗಳಿಗೆ ಅನುವಾದ :
(Hinduism) a Hindu caste or distinctive social group of which there are thousands throughout India. A special characteristic is often the exclusive occupation of its male members (such as barber or potter).
jatiಅರ್ಥ : କୌଣସି ଜାତିର ପୋଷା ଜନ୍ତୁଙ୍କର ଏକ ବିଶେଷ ପ୍ରଜାତି
							ಉದಾಹರಣೆ : 
							ସେ ଗୋଟିଏ ଭଲ ଜାତିର କୁକୁର ପାଳିଛି
							
ಸಮಾನಾರ್ಥಕ : ପ୍ରଜାତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜୀବବିଜ୍ଞାନରେ ସଜୀବମାନଙ୍କର ସବୁଠୁ ଉପର ସ୍ତରରେ କରାଯାଇଥିବା ବର୍ଗୀକରଣ
							ಉದಾಹರಣೆ : 
							ଜୀବବିଜ୍ଞାନର ଛାତ୍ର ହେତୁ ମୁଁ ଜୀବମାନଙ୍କର ଜାତି ବିଷୟରେ ଭଲ ଭାବରେ ଜାଣିଛି
							
ಸಮಾನಾರ್ಥಕ : ସାମ୍ରାଜ୍ୟ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜୀବ ଜନ୍ତୁଙ୍କ ଧର୍ମ, ଆକୃତି ଇତ୍ୟାଦିର ସମାନତାକୁ ବିଚାରକରି କରାଯାଇଥିବା ବିଭାଗ
							ಉದಾಹರಣೆ : 
							ଭାରତରେ ବିଭିନ୍ନ ପ୍ରକାରର ଆମ୍ବ  ମିଳେ
							
ಇತರ ಭಾಷೆಗಳಿಗೆ ಅನುವಾದ :
(biology) taxonomic group whose members can interbreed.
species