ಅರ್ಥ : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
ಉದಾಹರಣೆ :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
ಉದಾಹರಣೆ :
ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
ಸಮಾನಾರ್ಥಕ : ପାର୍ଟି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
ಉದಾಹರಣೆ :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
ಉದಾಹರಣೆ :
ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
ಸಮಾನಾರ್ಥಕ : ପଲ୍ହ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
ಉದಾಹರಣೆ :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
ಸಮಾನಾರ್ಥಕ : ମଣ୍ଡଳ, ମଣ୍ଡଳି, ଯୂଥ
ಇತರ ಭಾಷೆಗಳಿಗೆ ಅನುವಾದ :
ऐसे व्यक्तियों का वर्ग या समूह जो किसी विशिष्ट (अच्छा या बुरा) उद्देश्य की सिद्धि के लिए सङ्घटित हुआ हो और मिल कर काम करता हो।
आजकल समाज में नित्य नये-नये दलों का उदय हो रहा है।ಅರ್ಥ : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
ಉದಾಹರಣೆ :
ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
ಸಮಾನಾರ್ಥಕ : ପେନେଲ
ಇತರ ಭಾಷೆಗಳಿಗೆ ಅನುವಾದ :
A group of people gathered for a special purpose as to plan or discuss an issue or judge a contest etc.
panelಅರ್ಥ : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
ಉದಾಹರಣೆ :
ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
ಉದಾಹರಣೆ :
ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
ಸಮಾನಾರ್ಥಕ : ଗଣ, ଗୋଠ, ପଲ, ବୃନ୍ଦ, ଯୂଥ, ସମୁଦାୟ, ସମୂହ
ಇತರ ಭಾಷೆಗಳಿಗೆ ಅನುವಾದ :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.