ಅರ್ಥ : ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ
ಉದಾಹರಣೆ :
ଆମେରିକାରେ ଦାସ ମୁକ୍ତିର ଶ୍ରେୟ ଆବ୍ରାହମ ଲିଙ୍କନଙ୍କୁ ଦିଆଯାଏ
ಸಮಾನಾರ್ಥಕ : ଉଦ୍ଧାର, ବନ୍ଧନ, ବିମୁକ୍ତି, ମୁକ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
मुक्त करने या होने की अवस्था या भाव।
अमरीका में दासों की मुक्ति का श्रेय अब्राहम लिंकन को दिया जाता है।The condition of being free. The power to act or speak or think without externally imposed restraints.
freedomಅರ್ಥ : ଦାୟିତ୍ବ, ଦେଣା ଆଦିରୁ ମୁକୁଳିବାର ଅବସ୍ଥା ବା ଭାବ
ಉದಾಹರಣೆ :
ଅତିରିକ୍ତ କରଜରୁ ମୁକୁଳିବା ପାଇଁ ଘର ବିକିବା ଛଡା ଅନ୍ୟ ଗତିନାହିଁ
ಸಮಾನಾರ್ಥಕ : ମୁକ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
ಉದಾಹರಣೆ :
କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
ಸಮಾನಾರ್ಥಕ : ବନ୍ଧନ ମୁକ୍ତ, ବିମୁକ୍ତି, ମୁକ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।
किसी भी प्रकार के बंधन से मुक्ति की आकांक्षा हर एक की होती है।