ಅರ್ಥ : ଫାଟିବା ପ୍ରକ୍ରିୟା ବା ଭାବ
							ಉದಾಹರಣೆ : 
							ଫାଟିବା ପରେ ହିଁ ଗହମକୁ ବସ୍ତାରେ ରଖିବାକୁ ହେବ
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଉପରେ ଚୋପା ବା ଆବରଣ ଥିବା ଏବଂ ଭିତର ଭାଗରେ ପୋଲା ବା ନରମ ଜିନିଷରେ ଭର୍ତ୍ତିଥିବା ଏଭଳି ବସ୍ତୁର ଫାଟିବା
							ಉದಾಹರಣೆ : 
							ଏହି ଢୋଲ ଫାଟିଗଲା
							
ಸಮಾನಾರ್ಥಕ : ଫୁଟିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବସ୍ତୁର କିଛି ଅଂଶ ଅଲଗା ହୋଇଯିବା
							ಉದಾಹರಣೆ : 
							ଶିମିଳି ଫଳ ଶୁଖିବାମାତ୍ରେ ଫାଟିଯାଏ
							
ಅರ್ಥ : ଅତ୍ୟଧିକ ପୀଡ଼ା ହେବା
							ಉದಾಹರಣೆ : 
							ଆଜି ସକାଳରୁ ହିଁ ବିନ୍ଧାରେ ମୋ ମୁଣ୍ଡ ଫାଟିଯାଉଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ପୋଲା ବସ୍ତୁରେ ଏକ ପ୍ରକାର ଫାଟ ପଡ଼ିଯିବା, ଯାହାଦ୍ୱାରା ଭିତରର ବସ୍ତୁ ବାହାରକୁ ବାହାରି ଆସେ ବା ଦେଖା ଯାଏ
							ಉದಾಹರಣೆ : 
							ତାହାର ଝୁଲା ଫାଟିଗଲା ଏବଂ ସବୁ ଜିନିଷ ରାସ୍ତାରେ ବୁଣି ହୋଇଗଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
किसी पोली वस्तु में इस प्रकार दरार पड़ जाना जिससे उसके अंदर तक दिखाई देने लगे।
उसका झोला फट गया और सारा समान रास्ते में बिखर गया।ಅರ್ಥ : ସୁଖିବା ବା କୁଞ୍ଚିତ ହେବା କାରଣରୁ ଫାଟିବା
							ಉದಾಹರಣೆ : 
							ଶୀତ ଦିନରେ ତେଲ ଆଦି ନ ଲଗାଇବାରୁ ଚମଡ଼ା ଫାଟିଯାଏ
							
ಇತರ ಭಾಷೆಗಳಿಗೆ ಅನುವಾದ :
सूखने या सिकुड़ने के कारण चिटकना या फटना।
जाड़े के दिनों में तेल आदि न लगाने से त्वचा चर्राती है।