ಅರ್ಥ : ଚାପ ବା ଡର କାରଣରୁ କୌଣସି ବସ୍ତୁ ଦେଇଦେବା
							ಉದಾಹರಣೆ : 
							ଚୋରଉପରେ ପୋଲିସର ମାଡ଼ହେବାରୁ ସେ ସମସ୍ତ ଚୋରୀ ଜିନିଷ ଗାଳି ପକାଇଲା
							
ಸಮಾನಾರ್ಥಕ : ଗାଳି ପକାଇବା, ଦାଖଲ କରିବା, ଦେଇଦେବା, ପଇଠ କରିବା, ପ୍ରଦାନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦେବତାଆଦିଙ୍କୁ ଭେଟି ରୂପରେ ମିଳିବା
							ಉದಾಹರಣೆ : 
							କାଳୀ ମନ୍ଦିରରେ ଅନେକ ଅର୍ପିତ ସାମଗ୍ରୀ ସମର୍ପଣ କରାଯାଏ
							
ಸಮಾನಾರ್ಥಕ : ଅର୍ପଣ କରିବା, ଚଢ଼ାଇବା, ଭେଟିଦେବା, ଲାଗିକରିବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी के द्वारा श्रद्धापूर्वक देवता, समाधि आदि पर कुछ रखा जाना।
काली मंदिर में बहुत चढ़ावा चढ़ता है।ಅರ್ಥ : କୌଣସି ବିଶିଷ୍ଟ କାର୍ଯ୍ୟ, ବ୍ୟକ୍ତି ବା କାରଣ ଆଦିକୁ ସଂପୂର୍ଣ୍ଣରୂପେ ଦେଇଦବା
							ಉದಾಹರಣೆ : 
							ସେ ନିଜର ସାରା ଜୀବନ ସମାଜ ସେବା ନିମନ୍ତେ ସମର୍ପଣ କରିଛନ୍ତି
							
ಸಮಾನಾರ್ಥಕ : ଦେବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी विशिष्ट कार्य, व्यक्ति या कारण आदि के लिए धन, समय आदि पूरी तरह से देना।
उसने अपना सारा जीवन समाज सेवा के लिए समर्पित कर दिया है।Give entirely to a specific person, activity, or cause.
She committed herself to the work of God.