അർത്ഥം : ଯେଉଁ ଦେବୀ ଅନେକ ଅସୁରଙ୍କୁ ବଧ କରିଥିଲେ ଏବଂ ଯାହାଙ୍କୁ ଆଦିଶକ୍ତି ବୋଲି ବିଚାର କରାଯାଏ
							ഉദാഹരണം : 
							ଦଶହରାରେ ଲୋକମାନେ ସ୍ଥାନେସ୍ଥାନେ  ଦୁର୍ଗାଙ୍କ ପ୍ରତିମା ସ୍ଥାପନ କରନ୍ତି
							
പര്യായപദങ്ങൾ : ଅପରାଜିତା, ଆଦିଶକ୍ତି, ଜଗଦମ୍ବା, ଜଗନ୍ମୋହିନୀ, ଦଶଭୂଜା, ଦୁର୍ଗା, ଦେବୀ, ପରମେଶ୍ୱରୀ, ମହାମାୟା, ମହିଷାସୁରମର୍ଦ୍ଦିନୀ, ଶାରଦା, ଶିବାନୀ, ସିଂହବାହିନୀ, ସୌମ୍ୟା
മറ്റ് ഭാഷകളിലേക്കുള്ള വിവർത്തനം :
एक देवी जिन्होंने अनेक असुरों का वध किया और जो आदि शक्ति मानी जाती हैं।
नवरात्र में लोग जगह-जगह दुर्गा की प्रतिमा स्थापित करते हैं।അർത്ഥം : ଶିବଙ୍କ ପତ୍ନୀ
							ഉദാഹരണം : 
							ପାର୍ବତୀ ଗଣେଶଙ୍କ ମାତା
							
പര്യായപദങ്ങൾ : ଅମ୍ବା, ଅମ୍ବିକା, ଉମା, ଗିରିଜା, ଗୌରୀ, ଜଗତ୍ଜନନୀ, ତ୍ରିପୁରସୁନ୍ଦରୀ, ପାର୍ବତୀ, ଭଗବତୀ, ଭବାନୀ, ମଙ୍ଗଳା, ମହାଦେବୀ, ରୁଦ୍ରାଣୀଶିବା, ଶୈଳଜା, ଶୈଳସୁତା, ସୁନନ୍ଦା
മറ്റ് ഭാഷകളിലേക്കുള്ള വിവർത്തനം :
शिव की पत्नी।
पार्वती भगवान गणेश की माँ हैं।