അർത്ഥം : କାମ ବନ୍ଦ ହେବାର ସେହି ଦିନ, ଯେଉଁଦିନ ନିୟମିତ ରୂପରେ ଲୋକେ କାମରେ ଉପସ୍ଥିତ ରହନ୍ତି ନାହିଁ
							ഉദാഹരണം : 
							ଭାରତ ସରକାର ରବିବାର ଦିନକୁ ଛୁଟି ଘୋଷିତ କରିଛନ୍ତି
							
പര്യായപദങ്ങൾ : ଛୁଟି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଆରାମର ସମୟ
							ഉദാഹരണം : 
							ଆପଣ ମୋ ସହିତ ଫୁରସତ୍ ବେଳେ ମିଶନ୍ତୁ
							
പര്യായപദങ്ങൾ : କାର୍ଯ୍ୟାବକାଶ, ଫୁରସତ୍, ବିରାମ ସମୟ, ବିଶ୍ରାମ ସମୟ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ବିଶିଷ୍ଟ ସମୟ
							ഉദാഹരണം : 
							ଏଠାରେ ପ୍ରତିବର୍ଷ ବିଜୟାଦଶମୀ ଅବସରରେ ରାମ ଲୀଳାର ଆୟୋଜନ କରାଯାଏ
							
പര്യായപദങ്ങൾ : ଅବସର
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଗୋଟିଏ ପ୍ରକାରର ଛନ୍ଦ
							ഉദാഹരണം : 
							ଅବକାଶର ଏକ ଉତ୍ତମ ଉଦାହରଣ ହେଉଛି ଏହି କାବ୍ୟ ରଚନା
							
പര്യായപദങ്ങൾ : ଅବକାଶ ଛନ୍ଦ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଫାଲୁତ ଅବା ଅତିରିକ୍ତ ସମୟ
							ഉദാഹരണം : 
							କେଉଁଠାକୁ ଯିବା-ଆସିବା ପାଇଁ ମୋ ପାଖରେ ଅବକାଶ କାଇଁ
							
പര്യായപദങ്ങൾ : ଅତିରିକ୍ତ ସମୟ, ଫାଲୁତ ସମୟ, ବଳକା ସମୟ
മറ്റ് ഭാഷകളിലേക്കുള്ള വിവർത്തനം :