അർത്ഥം : ଆବଶ୍ୟକ ହେବାର ଅବସ୍ଥା ବା ଭାବ
							ഉദാഹരണം : 
							ଏହି ପଦ ପାଇଁ ଆବଶ୍ୟକତାରୁ ଅଧିକ ଆବେଦନ ପତ୍ର ମିଳିଛି  ଏହି କାମ କରିବା ନିମନ୍ତେ ମୋପାଇଁ ତୁମର ଆବଶ୍ୟକତା ନାହିଁ
							
പര്യായപദങ്ങൾ : ଦରକାର, ବାଞ୍ଛନୀୟ, ଲୋଡ଼ା
മറ്റ് ഭാഷകളിലേക്കുള്ള വിവർത്തനം :
Required activity.
The requirements of his work affected his health.അർത്ഥം : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ
							ഉദാഹരണം : 
							ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି?  ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍ ନୁହେଁ
							
പര്യായപദങ്ങൾ : ଅଭିପ୍ରାୟ, ଉଦ୍ଦେଶ୍ୟ, ପ୍ରୟୋଜନ, ମତଲବ୍, ଲକ୍ଷ
മറ്റ് ഭാഷകളിലേക്കുള്ള വിവർത്തനം :
वह विचार जिसे पूरा करने के लिए कोई काम किया जाए।
इस काम को करने के पीछे आपका क्या उद्देश्य है?