അർത്ഥം : ଛୋଟ ଗଛରୁ ପ୍ରାପ୍ତ ଗୋଟିଏ ସୁନ୍ଦର ଫୁଲ
							ഉദാഹരണം : 
							ମାଳୀ କାଞ୍ଚନ ଫୁଲର ମାଳ ତିଆରି କରୁଥିଲା
							
പര്യായപദങ്ങൾ : କାଞ୍ଚନ ଫୁଲ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ
							ഉദാഹരണം : 
							ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି  ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା
							
പര്യായപദങ്ങൾ : କନକ, ସୁନା, ସୁବର୍ଣ୍ଣ, ହାଟକ, ହେମ
മറ്റ് ഭാഷകളിലേക്കുള്ള വിവർത്തനം :
एक बहुमूल्य पीली धातु जिसके गहने आदि बनते हैं।
आजकल सोने का भाव आसमान छू रहा है।അർത്ഥം : ଗୋଟିଏ ଛୋଟ ଗଛ ଯେଉଁଥିରେ ସୁନ୍ଦର ଫୁଲ ଧରେ
							ഉദാഹരണം : 
							ମାଳି କାଞ୍ଚନ ଡାଳଗୁଡ଼ିକୁ ନୁଆଁଇ ଫୁଲ ତୋଳୁଛି
							
പര്യായപദങ്ങൾ : କାଞ୍ଚନ ଗଛ
മറ്റ് ഭാഷകളിലേക്കുള്ള വിവർത്തനം :
Small East Indian tree having orchid-like flowers and hard dark wood.
bauhinia variegata, mountain ebony, orchid tree