അർത്ഥം : କୌଣସି ସ୍ଥାନରେ ପହଞ୍ଚିବା ନିମନ୍ତେ ଡେଇଁବା କାମ
							ഉദാഹരണം : 
							ସେ ଖାଈ ପାର ହେବାପାଇଁ ଡିଆଁ ମାରିଲା
							
പര്യായപദങ്ങൾ : ଡିଆଁମାରିବା, ଡେଇଁବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏକ ସ୍ଥାନରୁ ଡେଇଁ ଅନ୍ୟ ସ୍ଥାନରେ ପହଞ୍ଚିବା
							ഉദാഹരണം : 
							ରାସ୍ତାର ନଳା ପାରିହେବାପାଇଁ ସେ ଡେଇଁଲା
							
പര്യായപദങ്ങൾ : କୁଦା ମାରିବା, ଡେଇଁବା, ଲମ୍ଫ ଦେବା
അർത്ഥം : କୌଣସି ସ୍ଥାନର ଉପରି ଭାଗରୁ ଜୋରରେ ଡେଇଁ ଶରୀରକୁ ଅନ୍ୟ ଆଡ଼କୁ ପକାଇବା
							ഉദാഹരണം : 
							ଛୁଆମାନେ ବାଲି ଉପରେ ଡେଉଁଛନ୍ତି
							
പര്യായപദങ്ങൾ : ଡେଇଁବା, ଲମ୍ଫପ୍ରଦାନ କରିବା
മറ്റ് ഭാഷകളിലേക്കുള്ള വിവർത്തനം :