അർത്ഥം : ମିଶି ଯାଇଥିବା ବା ଜଡ଼ିଯାଇଥିବା ବା ଲାଗି ଯାଇଥିବା ଜିନିଷ୍ଆଦିର ଅଲଗା ହେବା
							ഉദാഹരണം : 
							କମିଜର ବୋତାମ ବାହାରି ଯାଇଛି ବହିର ପତ୍ର ବାହାରି ପଡ଼ିଛି ଯୋଡ଼େଇ କାରଣରୁ କାନ୍ଥର ସିମେଣ୍ଟ ଖସି ଯାଇଛି
							
പര്യായപദങ്ങൾ : ଉଖାଡ଼ି ଯିବା, ପୃଥକ ହେବା, ବାହାରି ଯିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଚୁପ୍ହୋଇ ଚାଲିଯିବା
							ഉദാഹരണം : 
							ସେ ମୋ ପଇସା ନେଇ ଖସିଗଲା
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଚିକ୍କଣ ହେବା କାରଣରୁ କୌଣସି ବସ୍ତୁ ନିଜ ସ୍ଥାନରେ ରହି ନପାରିବା
							ഉദാഹരണം : 
							ରାସ୍ତାରେ ଚାଲିବା ସମୟରେ ମୋ ଗୋଡ଼ ଖସିଗଲା ଓ ମୁଁ ପଡ଼ିଗଲି
							
പര്യായപദങ്ങൾ : ଖସରି ପଡ଼ିବା, ପଡ଼ିଯିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପାସ୍ କରିବା
							ഉദാഹരണം : 
							ମୁଁ ତିନିଟା ପେପରରେ ତ ଖସିଯିବି, କିନ୍ତୁ ଚତୁର୍ଥଟା ବିଷୟରେ କିଛି କହିପାରୁନି
							
പര്യായപദങ്ങൾ : ଉତ୍ତୀର୍ଣ୍ଣହେବା, ପାସ୍ କରିବା
മറ്റ് ഭാഷകളിലേക്കുള്ള വിവർത്തനം :