അർത്ഥം : ଓଦାମାଟିଆଦି ପଦାର୍ଥକୁ ପିଟି, ଦବାଇ ବା ଛାଞ୍ଚରେ ପକାଇ ବିଶେଷ ରୂପଦେବା
							ഉദാഹരണം : 
							ଗାଆଁରେ ଘସି କରିବା ପାଇଁ ଗୋବରକୁ ଥାପନ୍ତି  ଶ୍ରମିକମାନେ ଇଟା ପକାଉଛନ୍ତି
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଉପର ଭାଗରେ ଏହି ପ୍ରକାର ଭାର ରଖିବା, ଯେମିତି କୌଣସି ଜିନିଷ ତଳକୁ ଦବିବ ବା ଏପଟସେପଟ ହୋଇ ପାରିବ ନାହିଁ
							ഉദാഹരണം : 
							ଛେନାର ମୁଣ୍ଡା ତିଆରି କରିବାପାଇଁ ତାକୁ କନାରେ ବାନ୍ଧିକି  ଶିଳ ତଳେ ଦବାଯାଏ
							
മറ്റ് ഭാഷകളിലേക്കുള്ള വിവർത്തനം :
Exert pressure or force to or upon.
He pressed down on the boards.