അർത്ഥം : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
							ഉദാഹരണം : 
							ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
							
പര്യായപദങ്ങൾ : ବାନ୍ଧିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
							ഉദാഹരണം : 
							କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
							
പര്യായപദങ്ങൾ : ଆୟତ୍ତକରିବା, କାବୁକରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
							ഉദാഹരണം : 
							ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
							
പര്യായപദങ്ങൾ : ଗଣ୍ଠି ପକାଇବା, ବାନ୍ଧିବା
മറ്റ് ഭാഷകളിലേക്കുള്ള വിവർത്തനം :