അർത്ഥം : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
							ഉദാഹരണം : 
							ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏକାଠି ହୋଇ ରହୁଥିବା ଗୋଟିଏ ଜଙ୍ଗଲୀ ସ୍ତନ୍ୟପାୟୀ ଜାତିର ଦଳ
							ഉദാഹരണം : 
							ହରିଣଦଳରୁ ଅଲଗା ହୋଇଯାଇଥିବା ଶାବକକୁ ହେଟାବାଘ ମାଡ଼ିବସିଲା
							
പര്യായപദങ്ങൾ : ଗୋଠ, ପଲ, ବୃନ୍ଦ, ମେଣ୍ଟ
മറ്റ് ഭാഷകളിലേക്കുള്ള വിവർത്തനം :
A group of wild mammals of one species that remain together: antelope or elephants or seals or whales or zebra.
herdഅർത്ഥം : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
							ഉദാഹരണം : 
							ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
							
പര്യായപദങ്ങൾ : ପାର୍ଟି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
							ഉദാഹരണം : 
							ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
							
പര്യായപദങ്ങൾ : ପଲ୍ହ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଲୋକମାନଙ୍କର ସେହି ଗୋଷ୍ଠୀ ଯେଉଁମାନଙ୍କ ପାଖରେ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ନିମନ୍ତେ ଶକ୍ତି ବା କ୍ଷମତା ଥାଏ
							ഉദാഹരണം : 
							ସେ ଗୋଟିଏ ଦଳରେ ମିଶିବାକୁ ଚାହୁଁଛି
							
പര്യായപദങ്ങൾ : ବାହିନୀ
മറ്റ് ഭാഷകളിലേക്കുള്ള വിവർത്തനം :
A group of people having the power of effective action.
He joined forces with a band of adventurers.അർത്ഥം : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
							ഉദാഹരണം : 
							ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
							
പര്യായപദങ്ങൾ : ପେନେଲ
മറ്റ് ഭാഷകളിലേക്കുള്ള വിവർത്തനം :
A group of people gathered for a special purpose as to plan or discuss an issue or judge a contest etc.
panelഅർത്ഥം : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
							ഉദാഹരണം : 
							ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
							
പര്യായപദങ്ങൾ : ଗଣ, ଗୋଠ, ପଲ, ବୃନ୍ଦ, ଯୂଥ, ସମୁଦାୟ, ସମୂହ
മറ്റ് ഭാഷകളിലേക്കുള്ള വിവർത്തനം :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.