അർത്ഥം : ଗାଳିକରିବା ବା ଧମକ ଦେବା କ୍ରିୟା ବା ଭାବ
							ഉദാഹരണം : 
							ଘରଲୋକଙ୍କ ଗାଳିରେ ବିରକ୍ତ ହୋଇ ମୋହନ ଘର ଛାଡ଼ି ପଳାଇଲା
							
പര്യായപദങ്ങൾ : କଟୂବାଣୀ, ଗାଳି, ଭର୍ତ୍ସନା, ଶୋଧା
മറ്റ് ഭാഷകളിലേക്കുള്ള വിവർത്തനം :
A severe scolding.
bawling out, castigation, chewing out, dressing down, earful, going-over, upbraidingഅർത്ഥം : ମନରେ ଡରଥାଇ ଉପରକୁ ପ୍ରକାଶ କରାଯାଉଥିବା ମିଛ କ୍ରୋଧ ବା ଏହି ପ୍ରକାର ଦିଆଯାଉଥିବା ଧମକି
							ഉദാഹരണം : 
							ମୁଁ ତୁମର ଧମକରେ ଡରୁ ନାହିଁ
							
മറ്റ് ഭാഷകളിലേക്കുള്ള വിവർത്തനം :
मन में डरते हुए ऊपर से प्रकट किया जानेवाला बनावटी क्रोध या इसी प्रकार दी जानेवाली धमकी।
हम तुम्हारी गीदड़ भभकी से डरनेवाले नहीं।അർത്ഥം : ଗାଳିକରିବା କ୍ରିୟା
							ഉദാഹരണം : 
							ଏତେ ଗାଳି ପରେ ମଧ୍ୟ ରାମ ନିଜ ମନକୁ କରୁଛି
							
പര്യായപദങ്ങൾ : ଗାଳି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଜୋରରେ ପାଦ ରଖିବାର ଆବାଜ ବା ପଦଧ୍ୱନି
							ഉദാഹരണം : 
							ଘରମାଲିକର ଦୁମଦୁମ ପାଦଶବ୍ଦ ଶୁଣିକରି ଚୋର ପଳାଇଗଲେ
							
പര്യായപദങ്ങൾ : ଦୁମଦୁମ ପାଦଶବ୍ଦ
മറ്റ് ഭാഷകളിലേക്കുള്ള വിവർത്തനം :