അർത്ഥം : ନିର୍ଦ୍ଦେଶ କରିବାର ପ୍ରକ୍ରିୟା ବା ଭାବ
							ഉദാഹരണം : 
							ଏହି କାମ ମେଜର ଚୋପଡ଼ାଙ୍କ ନିର୍ଦ୍ଦେଶରେ ହେଉଛି
							
പര്യായപദങ്ങൾ : ନିର୍ଦ୍ଦେଶନା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
							ഉദാഹരണം : 
							ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
							
പര്യായപദങ്ങൾ : ତାଗିଦା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : (ବଡ଼ର ଛୋଟକୁ) ଅମୁକ କାର୍ଯ୍ୟ ଏଭଳି ହେବା ଆବଶ୍ୟକ ବୋଲି ବତାଇବା କ୍ରିୟା
							ഉദാഹരണം : 
							ସେ ଶିକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ କାମ କରି ସଫଳ ହେଲା
							
പര്യായപദങ്ങൾ : ଅନୁଦେଶ
മറ്റ് ഭാഷകളിലേക്കുള്ള വിവർത്തനം :
A message describing how something is to be done.
He gave directions faster than she could follow them.