അർത്ഥം : ପତ୍ରକୁ ଯୋଡ଼ି ତିଆରି କରାଯାଇଥିବା ଏକ ବଡ଼ ଗୋଲାକାର ଆଧାର ଯାହାଉପରେ ଖାଇବାପାଇଁ ଖାଦ୍ୟ ବଢ଼ାଯାଏ
							ഉദാഹരണം : 
							ସମାରୋହରେ ସମସ୍ତ ଆଗନ୍ତୁକ ପଙ୍ଗତରେ ବସି ଖଲିପତ୍ରରେ ଖାଉଥିଲେ
							
പര്യായപദങ്ങൾ : ଖଲିପତ୍ର
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାଗଜ ଭଳି ପତଳା ଧାତୁର ଫଳକ
							ഉദാഹരണം : 
							ସେ ତାମ୍ବପତ୍ରରେ ଲକ୍ଷ୍ମୀ ଯନ୍ତ୍ର ତିଆରିକଲେ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଲେଖା ହୋଇଯାଇଥିବା କାଗଜ ଆଦି ବିଶେଷତଃ ଯେଉଁଥିରେ କୌଣସି ବିଷୟ ସମ୍ବନ୍ଧିତ କିଛି ଗୁରୁତ୍ୱପୂର୍ଣ୍ଣ କଥା ଲେଖାହୋଇଥାଏ
							ഉദാഹരണം : 
							ତାଙ୍କର ପ୍ରବେଶ ପତ୍ର କେଉଁଠି ହଜି ଯାଇଛି
							
പര്യായപദങ്ങൾ : କାର୍ଡ଼୍
മറ്റ് ഭാഷകളിലേക്കുള്ള വിവർത്തനം :