അർത്ഥം : ଯେଉଁ କଥା ବା କାର୍ଯ୍ୟରେ କାହାରି ମାନ ବା ପ୍ରତିଷ୍ଠା ଉଣା ହୁଏ
							ഉദാഹരണം : 
							ଆମେ କାହାରି ଅପମାନ କରିବା ଉଚିତ୍ ନୁହେଁ  ଶ୍ୱଶୁରାଳୟରେ ତାଙ୍କର ବଡ଼ ଅସମ୍ମାନ ହେଲା
							
പര്യായപദങ്ങൾ : ଅନାଦାର, ଅବଜ୍ଞା, ଅମର୍ଯ୍ୟାଦା, ଅମାନ୍ୟ, ଅସମ୍ମାନ, ମର୍ଯ୍ୟାଦାହାନି
മറ്റ് ഭാഷകളിലേക്കുള്ള വിവർത്തനം :
वह बात या कार्य जिससे किसी का मान या प्रतिष्ठा कम हो।
हमें किसी का अपमान नहीं करना चाहिए।