അർത്ഥം : ଯେଉଁ ସମିତି ନିକଟରେ ନିରୀକ୍ଷଣାତ୍ମକ ବା ପର୍ଯ୍ୟବେକ୍ଷିତ ଶକ୍ତି ଥାଏ
							ഉദാഹരണം : 
							ପରିଷଦର ନିର୍ଣ୍ଣୟ ସର୍ବମାନ୍ୟ ହେବ
							
പര്യായപദങ്ങൾ : ପରିଷଦ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଧାତୁ, ପଥର, ବା କାଠ ଆଦିରେ ତିଆରି ହୋଇଥିବା ଯେଉଁ ପଟା ଉପରେ କିଛି ଲେଖା ବା ତିଆରି କରାଯାଇଥାଏ ବା ଯାହା ମାଧ୍ୟମରେ କିଛି ସୂଚନା ଦିଆଯାଇଥାଏ
							ഉദാഹരണം : 
							ଗୁରୁଜୀ କଳାପଟାରେ ଗଣିତ ବୁଝାଉଛନ୍ତି
							
പര്യായപദങ്ങൾ : କଳାପଟା
മറ്റ് ഭാഷകളിലേക്കുള്ള വിവർത്തനം :