അർത്ഥം : ମନର ମଳିନତା
							ഉദാഹരണം : 
							ମନୋମାଳିନ୍ୟ ଦୂର କରିବାପାଇଁ ଆମର ପ୍ରଯତ୍ନ କରିବା ଉଚିତ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଦୁଇଜଣ ବ୍ୟକ୍ତି ବା ଦଳଙ୍କ ମଧ୍ୟରେ ଶତ୍ରୁତାପୂର୍ଣ୍ଣ ଢଙ୍ଗରେ ନିଜନିଜ କଥା ଉପରେ ଜଣେ ଅନ୍ୟ ଜଣଙ୍କ ବିରୋଧରେ ଅଟଳ ରହିବାର ଭାବ
							ഉദാഹരണം : 
							ଛୋଟ କଥାକୁ ନେଇ ସେ ଦୁଇଜଣଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଗଲା
							
പര്യായപദങ്ങൾ : ଯୁକ୍ତିତର୍କ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଶତ୍ରୁହେବାର ଅବସ୍ଥା ବା ଭାବ
							ഉദാഹരണം : 
							ନିଜନିଜ ଭିତରେ ଶତ୍ରୁତାକୁ ଦୂରକରିବା ହିଁ ଭଲ
							
പര്യായപദങ്ങൾ : ଅରିତ୍ୱ, ବିଦ୍ୱେଷ, ବିରୋଧ, ବୈର, ଶତ୍ରୁତା
മറ്റ് ഭാഷകളിലേക്കുള്ള വിവർത്തനം :
दुश्मन या शत्रु होने की अवस्था या भाव।
आपसी दुश्मनी को दूर करने में ही भलाई है।