അർത്ഥം : କୌଣସି ଜିନିଷ(ବିଶେଷକରି ଲୁଗା) ଅତ୍ୟଧିକ ଓଲଟାପାଲଟା ହେବାଦ୍ୱାରା ଖରାପ ହୋଇଯିବା
							ഉദാഹരണം : 
							ଅତ୍ୟଧିକ  ଓଲଟାପାଲଟା ହେବାଦ୍ୱାରା ଏହି ଲୁଗା ଲୋଚାକୋଚା ହୋଇଯାଇଛି
							
മറ്റ് ഭാഷകളിലേക്കുള്ള വിവർത്തനം :
किसी चीज का (विशेषकर कपड़ा) अत्यधिक उलटे-पुलटे जाने के कारण खराब हो जाना।
अत्यधिक उलटने-पुलटने के कारण यह कपड़ा गिंज गया है।അർത്ഥം : ଥଣ୍ଡାକାରଣରୁ (ଫସଲର) ଠିକରୂପେ ବିକଶିତ ନହେବା
							ഉദാഹരണം : 
							ଅଧିକ ଥଣ୍ଡା କାରଣରୁ ଫସଲ ସାଙ୍କୁଡ଼ିଯାଇଛି
							
പര്യായപദങ്ങൾ : ବଙ୍କାହେବା, ମୋଡ଼ି ହେବା, ସଙ୍କୁଚିତ ହେବା, ସାଙ୍କୁଡ଼ିଯିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଦୁଇ ପରସ୍ତ ହେବା
							ഉദാഹരണം : 
							ସେ ହସି ହସି ଲୋଚାକୋଚା ହୋଇଗଲେ
							
പര്യായപദങ്ങൾ : ଆକେତା ହେବା, ଦିଭାଙ୍ଗ ହେବା, ବେଦମ ହେବା, ଭାଙ୍ଗି ପଡିବା
മറ്റ് ഭാഷകളിലേക്കുള്ള വിവർത്തനം :