അർത്ഥം : ଢାଳିବା ବା ବହିବାପାଇଁ ପ୍ରବୃତ୍ତ କରିବା
							ഉദാഹരണം : 
							ଏହି ତେଲରେ ଝିଟିପିଟି ପଡ଼ିଯାଇଛି - ଏହାକୁ ନଳାରେ ଢାଳିଦିଅ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
							ഉദാഹരണം : 
							ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
							
പര്യായപദങ്ങൾ : ଭର୍ତ୍ତି କରିବା, ରଖିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ଜିନିଷର ସାମଗ୍ରୀକୁ ଛାଞ୍ଚରେ ଢାଳି ତାହାକୁ ତିଆରି କରିବା
							ഉദാഹരണം : 
							କାରିଗର ଚୀନାମାଟିରେ ଖେଳନା ଢାଳୁଛି
							
മറ്റ് ഭാഷകളിലേക്കുള്ള വിവർത്തനം :
कोई चीज़ बनाने के लिए उसकी सामग्री साँचे में डालकर उसको तैयार करना।
कारीगर चीनीमिट्टी के खिलौने ढाल रहा है।അർത്ഥം : ତରଳ ପଦାର୍ଥକୁ ଗୋଟିଏ ପାତ୍ରରୁ ଅନ୍ୟ ପାତ୍ରରେ ଢାଳିବା
							ഉദാഹരണം : 
							ମା ଢାଳରୁ ଗ୍ଲାସକୁ ଦୁଧ ଢାଳୁଛି
							
മറ്റ് ഭാഷകളിലേക്കുള്ള വിവർത്തനം :