അർത്ഥം : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
							ഉദാഹരണം : 
							ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
							
പര്യായപദങ്ങൾ : ନିର୍ଦ୍ଦେଶ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାହାଠାରୁ ନିଜର ପ୍ରାପ୍ୟଧନ ପାଇବା ବା ଆବଶ୍ୟକ କାର୍ଯ୍ୟ କରିବାପାଇଁ ପୁଣିଥରେ କହିବା ବା ମନେପକାଇଦେବା କ୍ରିୟା
							ഉദാഹരണം : 
							କେତେଥର ତାଗିଦା କରିବା ସତ୍ତ୍ୱେ ବି ସେ ମୋ ପଇସା ଦେଇନାହିଁ
							
മറ്റ് ഭാഷകളിലേക്കുള്ള വിവർത്തനം :