അർത്ഥം : ବୁଣା କାମରେ ଆସୁଥିବା ତନ୍ତୀର ଏକ ଉପକରଣ
							ഉദാഹരണം : 
							ନଟେଇରେ ଲୁଗାର ଲମ୍ବା ପାଖ ସୂତାର ଶେଷଭାଗ ଟଣା ଯାଇଥାଏ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେଉଁ ଉପକରଣ ଉପରେ ଗୁଡ଼ି ଉଡ଼ାଇବା ସୂତା ଗୁଡ଼ାଯାଏ
							ഉദാഹരണം : 
							ସେ ଗୁଡ଼ିର ସୂତାକୁ ଗୁଡ଼ାଇବାପାଇଁ ଗୋଟିଏ ନଟେଇ କିଣିଲା
							
അർത്ഥം : ବଡକାଠିରେ ତିଆରି ହୋଇଥିବା ଏକ ଉପକରଣ ଯେଉଁଥିରେ ତନ୍ତ ସୂତା ଗୁଡ଼ା ହୋଇଥାଏ
							ഉദാഹരണം : 
							ତନ୍ତୀ  ନଟେଇରେ ସୂତା ଗୁଡ଼ାଉଛି
							
മറ്റ് ഭാഷകളിലേക്കുള്ള വിവർത്തനം :