അർത്ഥം : କାର୍ଯ୍ୟଗୁଡ଼ିକର ଶୃଙ୍ଖଳାମଧ୍ୟରୁ ପ୍ରଥମଟି
							ഉദാഹരണം : 
							ସାତ ମ୍ୟାଚବିଶିଷ୍ଟ ଏହି ଶୃଙ୍ଖଳାମଧ୍ୟରୁ ଆମେ ପ୍ରଥମରେ ହିଁ ହାରିଗଲୁ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ସ୍ତ୍ରୀର ଗର୍ଭରୁ ପ୍ରଥମରେ ଜନ୍ମିଥିବା
							ഉദാഹരണം : 
							ତାହାର ପୋରୁହାଁ ପୁଅ ବଡ଼ ଭାଗ୍ୟବାନ
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସମୟ ବା କ୍ରମ ଦୃଷ୍ଟିରୁ ଯାହା ପୂର୍ବର
							ഉദാഹരണം : 
							ପୂର୍ବ ଭାରତ ଓ ଆଜିର ଭାରତ ମଧ୍ୟରେ ଅନେକ ତଫାତ୍ ଅଛି ମୋର ପୂର୍ବ ଘର ବଡ଼ ଥିଲା
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଗଣତିରେ ସବୁଠାରୁ ପ୍ରଥମେ ଆସୁଥିବା
							ഉദാഹരണം : 
							ଜବାହରଲାଲ ନେହେରୁ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ
							
പര്യായപദങ്ങൾ : ୧ନଂ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପ୍ରଥମ ଥର
							ഉദാഹരണം : 
							ମେଳାରେ ରାମ ସହିତ ମୋର ପ୍ରଥମଥରପାଇଁ ଦେଖାହେଲା
							
പര്യായപദങ്ങൾ : ପହିଲିଥର, ପହିଲେ, ପ୍ରଥମଥର, ପ୍ରଥମେ, ସର୍ବପ୍ରଥମ
മറ്റ് ഭാഷകളിലേക്കുള്ള വിവർത്തനം :
पहली बार।
मैं राम से पहले पहल मेले में मिला।