അർത്ഥം : ଶରୀରର କୌଣସିଠାରେ ବିଷ ଏକତ୍ର ହୋଇ ଉତ୍ପନ୍ନ ହେଉଥିବା ଯେଉଁ ଫୁଲାରେ ରକ୍ତ ପଚି ପୂଜ ହୋଇଯାଏ
							ഉദാഹരണം : 
							ସେ ପ୍ରତିଦିନ ବ୍ରଣ ଉପରେ ପଟି ଲଗାଏ
							
പര്യായപദങ്ങൾ : ବଥ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଭାତୁଡି ଭଳି ତ୍ବଚା ଉପରେ ହେଉଥିବା ବ୍ରଣ
							ഉദാഹരണം : 
							ମୋ ବ୍ରଣ ବହୁତ କୁଣ୍ଡାଇ ହେଉଛି
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଆଖି ପଲକ ଧାରରେ ହେଉଥିବା ଛୋଟବ୍ରଣ
							ഉദാഹരണം : 
							ବ୍ରଣ ହେବା କାରଣରୁ ତା ଆଖିରେ ଦରଜ ହେଉଛି
							
മറ്റ് ഭാഷകളിലേക്കുള്ള വിവർത്തനം :