അർത്ഥം : ଆଙ୍ଗୁଠିଗୁଡ଼ିକୁ ଏକାଠି କରି ମୋଡ଼ି ପାପୁଲି ଉପରେ ଚାପି ରଖିବା ଫଳରେ ହେଉଥିବା ମୁଦ୍ରା ବା ରୂପ
							ഉദാഹരണം : 
							ପିଲାଟି ଟଙ୍କାକୁ ନିଜ ମୁଠାରେ ବନ୍ଦ କରି ଦେଲା
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେତିକି ବସ୍ତୁ ମୁଠାଭିତରେ ରହିପାରିବ
							ഉദാഹരണം : 
							ସେ ତିନି ଚାରି ମୁଠା ଚାଉଳ ବାହାରକରି ଭିକାରୀକୁ ଦେଲେ
							
പര്യായപദങ്ങൾ : ମୁଠି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଚାପିବା, କଷିବା ଆଦିର ଉପକରଣ
							ഉദാഹരണം : 
							ବହିବନ୍ଧାଳୀ ଚାପୁଆଣିରେ ଚାପି ବହିର ପୃଷ୍ଠା କାଟେ
							
പര്യായപദങ്ങൾ : ଚାପୁଆଣି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଧରିବାର କାର୍ଯ୍ୟ
							ഉദാഹരണം : 
							ତାର ମୁଠା ଢିଲା ହେବାରୁ ମାଛ ପାଣିକୁ ଡେଇଁ ପଡ଼ିଲା
							
മറ്റ് ഭാഷകളിലേക്കുള്ള വിവർത്തനം :