അർത്ഥം : କାହା ଦ୍ୱାରା ବହୁତ କାମ କରେଇବା
							ഉദാഹരണം : 
							ଉର୍ମିଳା ସାବତ ଝିଅକୁ ଘର କାମରେ ଦିନରାତି ଖଟଉଛି
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଉପଯୋଗ ବା କାମରେ ଲଗେଇବା
							ഉദാഹരണം : 
							ରାଜଗୀର ଏହି ଘର ତିଆରି କରିବାପାଇଁ ଶହେ ବସ୍ତା ସିମେଣ୍ଟ ଲଗାଇଲା
							
പര്യായപദങ്ങൾ : ଖର୍ଚ୍ଚ କରିବା, ବ୍ୟୟ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଗଛପତ୍ର ଆଦିର ରୋପଣ
							ഉദാഹരണം : 
							ମାଳୀ କୁଣ୍ଡରେ ଗୋଲାପର ଚାରା ଲଗାଉଛି
							
പര്യായപദങ്ങൾ : ରୋପଣକରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ବଡ଼ ବସ୍ତୁରେ କୌଣସି ଛୋଟ ବସ୍ତୁ ଛୁଞ୍ଚିସୁତା ଭଳି କୌଣସି ମାଧ୍ୟମ ସାହାଯ୍ୟରେ ଯୋଡ଼ିବା
							ഉദാഹരണം : 
							ଲତା କୁର୍ତ୍ତାରେ ବୋତାମ ସିଲାଇ କରୁଛି
							
പര്യായപദങ്ങൾ : ସିଲାଇକରିବା
മറ്റ് ഭാഷകളിലേക്കുള്ള വിവർത്തനം :
किसी बड़ी वस्तु में कोई छोटी वस्तु किसी माध्यम से जैसे सुई डोरे आदि से जोड़ना।
लता कुर्ते में बटन टाँक रही है।അർത്ഥം : କୌଣସି ଏକ ବସ୍ତୁର ଉପର ସ୍ତରରେ ଅନ୍ୟ ଏକ ବସ୍ତୁର ପ୍ରସାରଣ
							ഉദാഹരണം : 
							ହିନ୍ଦୁମାନଙ୍କ ବିବାହ ଅବସରରେ ବର, କନ୍ୟାଙ୍କ ଶରୀରରେ ହଳଦୀ ଲଗାଯାଏ
							
പര്യായപദങ്ങൾ : ଲେପନ କରିବା
മറ്റ് ഭാഷകളിലേക്കുള്ള വിവർത്തനം :