അർത്ഥം : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା
							ഉദാഹരണം : 
							ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍ ଉପଭୋଗ କରୁଛନ୍ତି
							
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
							ഉദാഹരണം : 
							ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
							
പര്യായപദങ്ങൾ : ଉପଭୋଗ, ଖାଇବା, ଗ୍ରହଣ କରିବା, ଭୋଜନ
മറ്റ് ഭാഷകളിലേക്കുള്ള വിവർത്തനം :
The act of using.
He warned against the use of narcotic drugs.