अर्थ : ହାଇଡ଼୍ରୋକାର୍ବନର ଏକ ମିଶ୍ରଣ ଯାହା ବାଷ୍ପଶୀଳ ଓ ଜ୍ୱଳନଶୀଳ
							उदाहरणे : 
							ଗ୍ୟାସ୍କୁ ପରିଷ୍କୃତ କରି ପେଟ୍ରୋଲ, ଡିଜେଲଆଦି ତିଆରି କରାଯାଏ
							
समानार्थी : ଗ୍ୟାସୋଲିନ
इतर भाषांमध्ये अनुवाद :
अर्थ : ରୋଷେଇ କରିବା କାମରେ ଆସୁଥିବା ଗ୍ୟାସ୍
							उदाहरणे : 
							ସହରରେ ରୋଷେଇ ଗ୍ୟାସ୍ର ଉପଯୋଗ ଅଧିକ ହୋଇଥାଏ
							
समानार्थी : ଇନ୍ଧନ ଗ୍ୟାସ୍, ରୋଷେଇ ଗ୍ୟାସ୍
इतर भाषांमध्ये अनुवाद :
वह गैस जो रसोई बनाने के काम आती है।
शहरों में गैस का उपयोग अधिक होता है।