अर्थ : କର୍କଶ ବା ତୀକ୍ଷ୍ଣ ଶବ୍ଦରେ ଚିତ୍କାର କରିବା
							उदाहरणे : 
							ପିଲାଟି ବହୁତ ରଡ଼ି ଛାଡ଼ୁଛି
							
समानार्थी : ବୋବାଳିବା, ରଡ଼ି ଛାଡ଼ିବା, ହେଙ୍କାଉଠାଇବା
इतर भाषांमध्ये अनुवाद :
अर्थ : କୌଣସି ଉତ୍ସବ ଆଦି ପାଟିତୁଣ୍ଡ ସହିତ ପାଳନ କରିବା
							उदाहरणे : 
							କାଲିରାତିରେ ସମାରୋହରେ ଆମଲୋକମାନେ ବହୁତ ହୋ ହଲ୍ଲା କଲେ
							
समानार्थी : ଉତ୍ପାତ କରିବା, କୋଳାହଳ କରିବା, ଘୋ-ଘା କରିବା, ପାଟିତୁଣ୍ଡ କରିବା, ହୁରି ପକାଇବା, ହୋ ହଲ୍ଲା କରିବା
इतर भाषांमध्ये अनुवाद :
* कोई उत्सव आदि शोरगुल के साथ मनाना।
कल रात समारोह में हम लोगों ने बहुत हुड़दंग मचाया।अर्थ : ଯୋରରେ କହିବା
							उदाहरणे : 
							ଏତେ ଯୋରରେ କାହିଁକି ଚିଲ୍ଲାଉଛ, ମୁଁ କାଲ ନୁହେଁ
							
समानार्थी : ଗର୍ଜନ କରିବା, ଚିଲ୍ଲାଇବା, ରଡ଼ି କରିବା
इतर भाषांमध्ये अनुवाद :