अर्थ : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
							उदाहरणे : 
							ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
							
समानार्थी : ବାନ୍ଧିବା
इतर भाषांमध्ये अनुवाद :
अर्थ : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
							उदाहरणे : 
							କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
							
समानार्थी : ଆୟତ୍ତକରିବା, କାବୁକରିବା
इतर भाषांमध्ये अनुवाद :
अर्थ : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
							उदाहरणे : 
							ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
							
समानार्थी : ଗଣ୍ଠି ପକାଇବା, ବାନ୍ଧିବା
इतर भाषांमध्ये अनुवाद :