अर्थ : କୌଣସି ବିଷୟକୁ ସ୍ପଷ୍ଟ ରୂପରେ ବଦଳାଇବା କିମ୍ବା ସିଦ୍ଧ କରିବାପାଇଁ କୌଣସି ଜଣାଶୁଣା ଅନ୍ୟ ବିଷୟର ଉଲ୍ଲେଖ
							उदाहरणे : 
							ବିଷୟଗୁଡ଼ିକୁ ଉଦାହରଣ ଦେଇ ବୁଝାଇଲେ ଶୀଘ୍ର ବୁଝିହୁଏ
							
इतर भाषांमध्ये अनुवाद :
अर्थ : କୌଣସି ପଦାର୍ଥର ରୂପ, ଗୁଣଆଦି ପରିଚୟ କରାଇବାପାଇଁ ତନ୍ମଧ୍ୟରୁ ବାହାର କରାଯାଇଥିବା କିଛି ଅଂଶ
							उदाहरणे : 
							କୃଷକ ଶସ୍ୟର ନମୂନା ସେଠ୍କୁ ଦେଖେଇଲା କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ଭାଷାର ଏକ ଉଦାହରଣ ଦେଖନ୍ତୁ
							
इतर भाषांमध्ये अनुवाद :
A small part of something intended as representative of the whole.
sample