अर्थ : ଗୋଟିଏ ପରେ ଗୋଟିଏ ଘଟୁଥିବା ଘଟଣା ବା ଲଗାତାରଭାବେ ବିଚାରଆଦିର ପ୍ରଭାବଶାଳୀ କ୍ରମ
							उदाहरणे : 
							ଏହି ଲେଖାରେ ଲେଖକଙ୍କ ବିଚାରଶକ୍ତିର ପ୍ରବାହ ରହିଛି  କାବ୍ୟଗୋଷ୍ଠୀରେ କବିତାଗୁଡ଼ିକର ଧାରା ଶ୍ରୋତାମାନଙ୍କୁ ବାନ୍ଧିରଖିଥିଲା
							
समानार्थी : ଧାରା
इतर भाषांमध्ये अनुवाद :
अर्थ : ପ୍ରବାହିତ ହେଉଥିବା ବା ପ୍ରବାହିତ ତରଳ ପଦାର୍ଥ
							उदाहरणे : 
							ନଦୀର ଧାରାକୁ ରୋକି ବନ୍ଧ ବନ୍ଧାଯାଏ
							
समानार्थी : ଧାରା
इतर भाषांमध्ये अनुवाद :
अर्थ : ଯାହା ପ୍ରଚୁର ପରିମାଣରେ ବା ବହୁମାତ୍ରାରେ ଅଚାନକ ବା ପ୍ରଚଣ୍ଡ ରୂପରେ ବାହାରି ଆସେ
							उदाहरणे : 
							ତା ମୁହଁରୁ ବାହାରୁଥିବା ଭର୍ତ୍ସନାର ସ୍ରୋତ ବନ୍ଦ ହେଉନାହିଁ
							
इतर भाषांमध्ये अनुवाद :
अर्थ : ବହିବାର କ୍ରିୟା ବା ଭାବ
							उदाहरणे : 
							ସେ ପାଣି ପ୍ରବାହରେ ଭାସି ଗଲା  ବର୍ଷା ଦିନରେ ନଦୀମାନଙ୍କର ପ୍ରବାହ ବଢ଼ିଯାଏ
							
इतर भाषांमध्ये अनुवाद :