अर्थ : ଯାହା ନ୍ୟାୟ ସଙ୍ଗତ, ଉଚିତ ଓ ଧର୍ମ ସହିତ ସମ୍ବନ୍ଧିତ
							उदाहरणे : 
							ସତ୍ୟ ରକ୍ଷାନିମନ୍ତେ ସେ ନିଜର ଜୀବନକୁ ବଳି ଦେଲେ
							
इतर भाषांमध्ये अनुवाद :
A fact that has been verified.
At last he knew the truth.अर्थ : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍ ବା ମେଳ ରଖିବାବାଲା
							उदाहरणे : 
							ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍ ହୋଇଗଲେ
							
समानार्थी : ଉଚିତ, ଉପଯୁକ୍ତ, ଠିକ୍, ଯଥୋଚିତ, ସଙ୍ଗତ, ୱାଜିବ
इतर भाषांमध्ये अनुवाद :
Suitable for a particular person or place or condition etc.
A book not appropriate for children.अर्थ : ଯେମିତି ହେବାକଥା ସେମିତି ବା ଯେଉଁଥିରେ କୌଣସି ପ୍ରକାରର କୃତ୍ରିମତା ନାହିଁ
							उदाहरणे : 
							ସାକ୍ଷୀମାନେ ଡରିମରି ସତ୍ୟ ବୟାନ ଦେଲେନାହିଁ
							
इतर भाषांमध्ये अनुवाद :