ଅର୍ଥ : କାନରେ ପିନ୍ଧା ଯାଉଥିବା ଏକ ଗହଣା
							ଉଦାହରଣ : 
							ଗୀତାର ଗୋଟିଏ କାନର କାନଫୁଲ ହଜି ଯାଇଛି
							
ସମକକ୍ଷ : କର୍ଣ୍ଣଭୂଷଣ, କାନଫୁଲ, କୁଣ୍ଡଳ
ଅନ୍ୟ ଭାଷାରେ ଅନୁବାଦ :
Jewelry to ornament the ear. Usually clipped to the earlobe or fastened through a hole in the lobe.
earring