ଅର୍ଥ : ମିଶି ଯାଇଥିବା ବା ଜଡ଼ିଯାଇଥିବା ବା ଲାଗି ଯାଇଥିବା ଜିନିଷ୍ଆଦିର ଅଲଗା ହେବା
ଉଦାହରଣ :
କମିଜର ବୋତାମ ବାହାରି ଯାଇଛି ବହିର ପତ୍ର ବାହାରି ପଡ଼ିଛି ଯୋଡ଼େଇ କାରଣରୁ କାନ୍ଥର ସିମେଣ୍ଟ ଖସି ଯାଇଛି
ସମକକ୍ଷ : ଉଖାଡ଼ି ଯିବା, ପୃଥକ ହେବା, ବାହାରି ଯିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚୁପ୍ହୋଇ ଚାଲିଯିବା
ଉଦାହରଣ :
ସେ ମୋ ପଇସା ନେଇ ଖସିଗଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚିକ୍କଣ ହେବା କାରଣରୁ କୌଣସି ବସ୍ତୁ ନିଜ ସ୍ଥାନରେ ରହି ନପାରିବା
ଉଦାହରଣ :
ରାସ୍ତାରେ ଚାଲିବା ସମୟରେ ମୋ ଗୋଡ଼ ଖସିଗଲା ଓ ମୁଁ ପଡ଼ିଗଲି
ସମକକ୍ଷ : ଖସରି ପଡ଼ିବା, ପଡ଼ିଯିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ପାସ୍ କରିବା
ଉଦାହରଣ :
ମୁଁ ତିନିଟା ପେପରରେ ତ ଖସିଯିବି, କିନ୍ତୁ ଚତୁର୍ଥଟା ବିଷୟରେ କିଛି କହିପାରୁନି
ସମକକ୍ଷ : ଉତ୍ତୀର୍ଣ୍ଣହେବା, ପାସ୍ କରିବା
ଅନ୍ୟ ଭାଷାରେ ଅନୁବାଦ :