ଅର୍ଥ : ନାଲି ପଡ଼ିଯାଇଥିବା
ଉଦାହରଣ :
ତାଙ୍କର ଅରୁଣିମ ମୁଖର ଶୋଭା ଅଲଗା ଥିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଲାଲ କରାଯାଇଥିବା
ଉଦାହରଣ :
ରକ୍ତିମ ପୃଷ୍ଠଭୂମିରେ ଚିତ୍ର କରାଯାଇଛି
ସମକକ୍ଷ : ଅରୁଣିତ, ରକ୍ତାଭ, ଲାଲବର୍ଣ୍ଣଯୁକ୍ତ, ଲୋହିତ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଲହୁ ବା ରକ୍ତ ରଙ୍ଗର
ଉଦାହରଣ :
ସକାଳର ସୂର୍ଯ୍ୟ ଲୋହିତ ରଙ୍ଗର ହୋଇଥାଏ ପ୍ରାତଃକାଳୀନ ରକ୍ତିମ ସୂର୍ଯ୍ୟଙ୍କ ଛିଟା ହିଁ ଅତୁଳନୀୟ
ସମକକ୍ଷ : ରକ୍ତବର୍ଣ୍ଣ, ରକ୍ତାଭ, ଲୋହିତ
ଅନ୍ୟ ଭାଷାରେ ଅନୁବାଦ :