ଅର୍ଥ : କିଛି ତରଳ ପଦାର୍ଥକୁ କୌଣସି ବସ୍ତୁ ଉପରେ ଏପରି ଲଗାଇବା ଯାହା ତା ଉପରେ ଲାଗିରହିବ
ଉଦାହରଣ :
ଦିପାବଳୀ ସମୟରେ ଘରକୁ ରଙ୍ଗରେ ଲିପାଯାଇଥାଏ
ଅନ୍ୟ ଭାଷାରେ ଅନୁବାଦ :
कोई घोल किसी वस्तु पर इस प्रकार लगाना कि वह उस पर बैठ या जम जाए।
दिवाली के समय घर को रंगों आदि से पोतते हैं।ଅର୍ଥ : କୌଣସି ଏକ ବସ୍ତୁର ଉପର ସ୍ତରରେ ଅନ୍ୟ ଏକ ବସ୍ତୁର ପ୍ରସାରଣ
ଉଦାହରଣ :
ହିନ୍ଦୁମାନଙ୍କ ବିବାହ ଅବସରରେ ବର, କନ୍ୟାଙ୍କ ଶରୀରରେ ହଳଦୀ ଲଗାଯାଏ
ସମକକ୍ଷ : ଲଗେଇବା
ଅନ୍ୟ ଭାଷାରେ ଅନୁବାଦ :