பொருள் : କୌଣସି ଭଙ୍ଗାରୁଜା ଅଥବା ଭୁଷୁଡ଼ି ପଡ଼ିଥିବା ଘରର ଅଂଶ
							எடுத்துக்காட்டு : 
							ଏହା କୌଣସି ମୋଗଲକାଳୀନ ଦୁର୍ଗର ଭଗ୍ନାବଶେଷ
							
ஒத்த சொற்கள் : ଧ୍ୱଂସାବଶେଷ, ଭଗ୍ନାବଶେଷ
பிற மொழிகளில் மொழிபெயர்ப்பு :
பொருள் : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
							எடுத்துக்காட்டு : 
							ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି  ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
							
ஒத்த சொற்கள் : ଅଂଶ, ଖଣ୍ଡ, ଚରଣ, ପାଦ, ବିଭାଗ, ଭାଗ
பிற மொழிகளில் மொழிபெயர்ப்பு :
Something determined in relation to something that includes it.
He wanted to feel a part of something bigger than himself.