பொருள் : ବାମମାର୍ଗର ସିଦ୍ଧାନ୍ତ ମାନୁଥିବା ବ୍ୟକ୍ତି
							எடுத்துக்காட்டு : 
							ବାମମାର୍ଗୀମାନେ ମାଂସ, ମଦ ଆଦି ସେବନ କରନ୍ତି
							
ஒத்த சொற்கள் : ବାମାଚାରୀ
பிற மொழிகளில் மொழிபெயர்ப்பு :
பொருள் : ଜନକଲ୍ୟାଣକୁ ଆଗେଇ ଦେବା ନିମନ୍ତେ ତିଆରି ହୋଇଥିବା ଅଲଗା ଅଲଗା ପଥରେ ସାମାଜିକ,ରାଜନୈତିକ ଅଥବା ଆର୍ଥିକ ପରିବର୍ତ୍ତନକୁ ଯେ ସମର୍ଥନ କରୁଥାଏ
							எடுத்துக்காட்டு : 
							ବାମପନ୍ଥୀମାନେ ମଧ୍ୟ ଏହି ସମ୍ମେଳନରେ ଭାଗ ନେଲେ
							
ஒத்த சொற்கள் : ବାମପଂଥୀ, ବାମପନ୍ଥୀ, ବାମବାଦୀ, ଲେଫ୍ଟିଷ୍ଟ
பிற மொழிகளில் மொழிபெயர்ப்பு :