பொருள் : କଢ଼ିର ଫୁଲଟିଏ ବନିବାର ଅବସ୍ଥା
							எடுத்துக்காட்டு : 
							କଢିଟିଏ ଫୁଲ ରୂପରେ ହିଁ ବିକାଶ  ହୁଏ
							
பிற மொழிகளில் மொழிபெயர்ப்பு :
The time and process of budding and unfolding of blossoms.
anthesis, blossoming, efflorescence, florescence, flowering, inflorescenceபொருள் : ପ୍ରଥମ ଅବସ୍ଥା ଠାରୁ ଭଲ ବା ଉଚ୍ଚ ଅବସ୍ଥା ଆଡ଼କୁ ବଢ଼ିବା ବା ବଢ଼ାଇବାର କ୍ରିୟା
							எடுத்துக்காட்டு : 
							ଭାରତର ଉନ୍ନତି ଭାରତୀୟମାନଙ୍କୁ ନେଇ ନିର୍ଭର କରେ
							
ஒத்த சொற்கள் : ଅଭ୍ୟୁଦୟ, ଉତ୍ଥାନ, ଉନ୍ନତି, ଉନ୍ନୟନ, ପ୍ରଗତି
பிற மொழிகளில் மொழிபெயர்ப்பு :
Gradual improvement or growth or development.
Advancement of knowledge.பொருள் : ବିକଶିତ ହେବାର ପ୍ରକ୍ରିୟା ବା ଭାବ
							எடுத்துக்காட்டு : 
							ଜନ୍ମରୁ ପାଞ୍ଚବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କର ଶାରୀରିକ ଓ ମାନସିକ ବିକାଶ ସବୁଠୁ ଅଧିକ ହୁଏ
							
ஒத்த சொற்கள் : ବୃଦ୍ଧି
பிற மொழிகளில் மொழிபெயர்ப்பு :
Gradual improvement or growth or development.
Advancement of knowledge.பொருள் : ବଢ଼ିବା ଓ ବଢ଼େଇବା କାର୍ଯ୍ୟ
							எடுத்துக்காட்டு : 
							ଏହି ବର୍ଷ କମ୍ପାନୀର ବିକ୍ରିରେ ବିଶେଷ ବୃଦ୍ଧି ହୋଇଛି
							
ஒத்த சொற்கள் : ଅଭିବୃଦ୍ଧି, ବର୍ଦ୍ଧନ, ବୃଦ୍ଧି
பிற மொழிகளில் மொழிபெயர்ப்பு :
बढ़ने या बढ़ाने की क्रिया।
इस साल कंपनी की बिक्री में बहुत अधिक वृद्धि हुई है।